Chief Speaker Visit to Delhi:ଦିଲ୍ଲୀ ଗସ୍ତରେ ବାଚସ୍ପତି

Spread the love

ନୂଆଦିଲ୍ଲୀର ସମ୍ବିଧାନ ସଦନ ଠାରେ କମନୱେଲଥ ଦେଶର ବାଚସ୍ପତି ଓ ପ୍ରିଜାଇଡିଂ ଅଧିକାରୀଙ୍କ ୨୮ ତମ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି। ଏହି ସମ୍ମିଳନୀକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିଥିବା ବେଳେ ଲୋକସଭାର ବାଚସ୍ପତି ଶ୍ରୀ ଓମ ବିର୍ଲା ଅଧ୍ୟକ୍ଷତା କରିଥିଲେ। ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଏଥିରେ ୭୮ଦେଶ, ସମସ୍ତ ରାଜ୍ୟର ବାଚସ୍ପତି, କେନ୍ଦ୍ର ମନ୍ତ୍ରୀ ଓ ସାଂସଦ ଯୋଗଦେଇଥିଲେ l