Nitin Nabin Takes Charge:ବିଜେପିରେ `ନବୀନ’ ଅଧ୍ୟାୟ, 

Spread the love

ବିଜେପିରେ ନୂଆ ଯୁଗର ଆରମ୍ଭ। ନିତିନ ନବୀନ ହୋଇଛନ୍ତି ଭାରତୀୟ ଜନତା ପାର୍ଟିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ। ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ନାଁ ଘୋଷଣା ସହିତ ଦାୟିତ୍ବ ଗ୍ରହଣ କରିବେ। ସକାଳ ୧୧ଟାରେ ବିଜେପି ମୁଖ୍ୟାଳୟରେ ୭୦୦ ପ୍ରତିନିଧି ଏକତ୍ରିତ ହେବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ରହିବେ।