ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ। ସକାଳ ୧୧ ଟାରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ଗଜପତି ମହାରାଜା ଅଧ୍ୟକ୍ଷତା କରିବେ। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସ୍ପି, ନୀତି ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ରହିବେ।
Srimandir Management Meeting:ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ
